ଗାଲାତୀୟ 2:5 - ଓଡିଆ ବାଇବେଲ5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ । Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Viz kapitolaପବିତ୍ର ବାଇବଲ (CL) NT (BSI)5 କିନ୍ତୁ ତୁମ୍ଭମାନଙ୍କ ପାଇଁ ସୁସମାଚାରର ସତ୍ୟକୁ ବଜାୟ ରଖିବା ପାଇଁ ଆମେ ସେହି ପ୍ରଚାରକମାନଙ୍କୁ କ୍ଷଣେ ହେଲେ ପ୍ରଶ୍ରୟ ଦେଇ ନ ଥିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Viz kapitolaପବିତ୍ର ବାଇବଲ5 କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ। Viz kapitola |