ଗାଲାତୀୟ 3:1 - ଓଡିଆ ବାଇବେଲ1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲାଣ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ ଉପରେ ଏହି ମନ୍ତ୍ର ପ୍ରୟୋଗ କରିଛି? କ୍ରୁଶ ଉପରେ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁର ବିବରଣୀ ଅତି ସ୍ପଷ୍ଟ ଭାବରେ ତୁମ ନିକଟରେ ପ୍ରକାଶ କରାଯାଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା। Viz kapitolaପବିତ୍ର ବାଇବଲ1 ହେ ଗାଲାତୀୟ ଲୋକେ! ଯୀଶୁ ଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ୟୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭେମାନେ ମୂର୍ଖ। ତୁମ୍ଭେ କାହାର ଛଳନାରେ ପଡ଼ିଗଲ। Viz kapitola |