ଗାଲାତୀୟ 3:22 - ଓଡିଆ ବାଇବେଲ22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ହେତୁ ପ୍ରତିଜ୍ଞା ବିଶ୍ଵାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି। Viz kapitolaପବିତ୍ର ବାଇବଲ (CL) NT (BSI)22 କିନ୍ତୁ ଧର୍ମଶାସ୍ତ୍ରରେ ଉଲ୍ଲିଖିତ ଅଛି, ସମଗ୍ର ମାନବ ଜାତି ପାପ ଶକ୍ତିର ଅଧୀନ, ତେଣୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଫଳ ସ୍ୱରୂପ ପ୍ରତିଜ୍ଞାତ ଆଶୀର୍ବାଦ ଖ୍ରୀଷ୍ଟବିଶ୍ୱାସୀମାନେ ପାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି। Viz kapitolaପବିତ୍ର ବାଇବଲ22 କିନ୍ତୁ ଏହା ସତ୍ୟ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘୋଷଣାର ଉଦ୍ଦେଶ୍ୟ ହେଲା ଯେ, ବିଶ୍ୱାସ ମାଧ୍ୟମରେ ଲୋକମାନଙ୍କୁ ପ୍ରତିଶୃତି ଦିଆଯିବ। ଯେଉଁମାନେ ଯୀଶୁ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରନ୍ତି, ସେହି ଲୋକମାନଙ୍କୁ ପ୍ରତିଶୃତି ଦିଆଯିବ। Viz kapitola |