ଗାଲାତୀୟ 3:24 - ଓଡିଆ ବାଇବେଲ24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହି ପ୍ରକାରେ ବିଶ୍ଵାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ଵରୂପ ହୋଇଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)24 ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ତତ୍ତ୍ୱାବଧାରକ ଥିଲା; କିନ୍ତୁ ତା’ପରେ, କେବଳ ବିଶ୍ୱାସ ଦ୍ୱାରା ଆମେ ଈଶ୍ୱରଙ୍କ ସମ୍ମୁଖରେ ନିର୍ଦ୍ଦେଶଷ ବିବେଚିତ ହେବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା। Viz kapitolaପବିତ୍ର ବାଇବଲ24 ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା'ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ। Viz kapitola |