ଗାଲାତୀୟ 3:28 - ଓଡିଆ ବାଇବେଲ28 ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ । Viz kapitolaପବିତ୍ର ବାଇବଲ (Re-edited) - (BSI)28 ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ,। Viz kapitolaପବିତ୍ର ବାଇବଲ (CL) NT (BSI)28 ତେଣୁ ଇହୁଦୀ ଓ ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ, ପୁରୁଷ କିମ୍ବା ସ୍ତ୍ରୀ ମଧ୍ୟରେ ଆଉ କୌଣସି ପାର୍ଥକ୍ୟ ନାହିଁ। ତୁମେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଏକ ହୋଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ। Viz kapitolaପବିତ୍ର ବାଇବଲ28 ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ। Viz kapitola |