ଗାଲାତୀୟ 3:3 - ଓଡିଆ ବାଇବେଲ3 ତୁମ୍ଭେମାନେ କ'ଣ ଏପରି ନିର୍ବୋଧ ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ? Viz kapitolaପବିତ୍ର ବାଇବଲ (CL) NT (BSI)3 ତୁମ୍ଭେମାନେ ଏଡ଼େ ବିଚାରହୀନ ହୋଇ ପାରୁଛ କିପରି? ପରମାତ୍ମାଙ୍କ ଶକ୍ତିରେ ତୁମେ ଯେଉଁ ଜୀବନ ଆରମ୍ଭ କରିଛ, ନିଜ ଶକ୍ତିରେ କ’ଣ ତାହାକୁ ସମ୍ପୂର୍ଣ୍ଣ କରିବାକୁ ଚାହୁଁଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ପବିତ୍ର ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ? Viz kapitolaପବିତ୍ର ବାଇବଲ3 ତୁମ୍ଭେମାନେ ଆତ୍ମାଙ୍କ ସହିତ “ତୁମ୍ଭମାନଙ୍କର ନୂଆ ଜୀବନ ଆରମ୍ଭ କଲ।” ଏବେ କ’ଣ ତୁମ୍ଭେମାନେ ଭାବୁଛ ଯେ ତୁମ୍ଭେମାନେ ନିଜର ଶକ୍ତି ବଳରେ ଶେଷ ପର୍ଯ୍ୟନ୍ତ ଚଳି ପାରିବ? ତୁମ୍ଭେମାନେ କ’ଣ ଏତେ ବୋକା? Viz kapitola |