ଗାଲାତୀୟ 4:15 - ଓଡିଆ ବାଇବେଲ15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ। Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମ୍ଭେମାନେ କେତେ ଆନନ୍ଦିତ ହୋଇ ନ ଥିଲ! କିନ୍ତୁ ବର୍ତ୍ତମାନ କ’ଣ ହୋଇଛି? ତୁମ୍ଭମାନଙ୍କ ସମ୍ପର୍କରେ ମୁଁ ଏ କଥା ଦୃଢ଼ଭାବେ କହିପାରେ ଯେ, ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜ ନିଜର ଚକ୍ଷୁ କାଢ଼ି ଆସି ମୋତେ ଦେଇଥା’ନ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ। Viz kapitolaପବିତ୍ର ବାଇବଲ15 ତୁମ୍ଭେମାନେ ସେତେବେଳେ ଅତ୍ୟଧିକ ଆନନ୍ଦିତ ଥିଲ। ଏବେ ସେ ଆନନ୍ଦ କୁଆଡ଼େ ଗଲା? ମୋର ମନେ ପଡ଼େ, ତୁମ୍ଭେମାନେ ତୁମ୍ଭମାନଙ୍କର ସାଧ୍ୟମତେ ମୋତେ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲ। ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜର ଆଖି ମଧ୍ୟ ତାଡ଼ି ମୋତେ ପ୍ରଦାନ କରି ଦେଇଥାଆନ୍ତ। Viz kapitola |