ଗାଲାତୀୟ 4:18 - ଓଡିଆ ବାଇବେଲ18 କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ । Viz kapitolaପବିତ୍ର ବାଇବଲ (Re-edited) - (BSI)18 କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ। Viz kapitolaପବିତ୍ର ବାଇବଲ (CL) NT (BSI)18 ସତ୍ ଉଦ୍ଦେଶ୍ୟ ନେଇ ଆଗ୍ରହାନ୍ୱିତ ହେବା ବାଞ୍ଛନୀୟ। କେବଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହିଥିବା ସମୟରେ ନୁହେଁ, କିନ୍ତୁ ସବୁବେଳେ ତୁମ୍ଭେମାନେ ଏହାର ସତ୍ୟତା ଉପଲବ୍ôଧ କରିବା ଉଚିତ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ। Viz kapitolaପବିତ୍ର ବାଇବଲ18 କିନ୍ତୁ ଉଦ୍ଦେଶ୍ୟ ଯଦି ଭଲ ହୋଇଥାଏ, ତେବେ କେବଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ବେଳେ ନୁହେଁ, ମାତ୍ର ସବୁବେଳେ ସେଥିରେ ଉଦ୍ଯୋଗୀ ହେବା ଉଚିତ୍। Viz kapitola |