ଗାଲାତୀୟ 4:3 - ଓଡିଆ ବାଇବେଲ3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ; Viz kapitolaପବିତ୍ର ବାଇବଲ (CL) NT (BSI)3 ଠିକ୍ ସେହିପରି ଆମେ ମଧ୍ୟ ଆଧ୍ୟାତ୍ମିକଭାବେ ପ୍ରାପ୍ତବୟସ୍କ ହେବା ପୂର୍ବରୁ, ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କର ଦାସ ଥିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ମୌଳିକ ବିଷୟଗୁଡ଼ାକର ଦାସ ଥିଲୁ Viz kapitolaପବିତ୍ର ବାଇବଲ3 ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ। Viz kapitola |