ଗାଲାତୀୟ 5:12 - ଓଡିଆ ବାଇବେଲ12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା । Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା। Viz kapitolaପବିତ୍ର ବାଇବଲ (CL) NT (BSI)12 ମୁଁ ଚାହେଁ, ଏ ସମ୍ପର୍କରେ ଯେଉଁମାନେ ତୁମ୍ଭମାନଙ୍କୁ ବିଚଳିତ କରୁଛନ୍ତି, ସେମାନେ ଆଉ ଟିକିଏ ଆଗେଇ ଯାଆନ୍ତୁ। କେବଳ ସୁନ୍ନତ ନ ହୋଇ ପୂରାପୂରି ନିଜର ଯୌନାଙ୍ଗ ଛେଦନ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା। Viz kapitolaପବିତ୍ର ବାଇବଲ12 ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି? Viz kapitola |