ଗାଲାତୀୟ 6:15 - ଓଡିଆ ବାଇବେଲ15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର । Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ସୁନ୍ନତ କିମ୍ଵା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର। Viz kapitolaପବିତ୍ର ବାଇବଲ (CL) NT (BSI)15 କିଏ ସୁନ୍ନତ ବା ଅସୁନ୍ନତ, ସେଥିରେ କିଛି ଯାଏ ଆସେ ନା, ନୂତନ ସୃଷ୍ଟି ହିଁ ସାର ବିଷୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର। Viz kapitolaପବିତ୍ର ବାଇବଲ15 ଜଣେ ମନୁଷ୍ୟ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥିରେ କିଛି ଗୁରୁତ୍ୱ ନାହିଁ। କେବଳ ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ନୂତନ ମନୁଷ୍ୟ ହେବା ଗୁରୁତ୍ୱପୂର୍ଣ୍ଣ। Viz kapitola |