ଗାଲାତୀୟ 6:3 - ଓଡିଆ ବାଇବେଲ3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। Viz kapitolaପବିତ୍ର ବାଇବଲ (CL) NT (BSI)3 ନଗଣ୍ୟ ହୋଇ ଯେ ନିଜକୁ ବିଶିଷ୍ଟ ବୋଲି ଭାବେ, ସେ ନିଜକୁ କେବଳ ପ୍ରତାରଣା କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। Viz kapitolaପବିତ୍ର ବାଇବଲ3 ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ। Viz kapitola |