ଆଦି ପୁସ୍ତକ 1:22 - ଓଡିଆ ବାଇବେଲ22 ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ପରମେଶ୍ଵର ସେମାନଙ୍କୁ ଆଶୀର୍ବାଦ କରି କହିଲେ, ପ୍ରଜାବ; ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” Viz kapitolaପବିତ୍ର ବାଇବଲ22 ପରମେଶ୍ୱର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, ବହୁବଂଶ ହୋଇ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହୁଅନ୍ତୁ। Viz kapitola |