ଆଦି ପୁସ୍ତକ 10:32 - ଓଡିଆ ବାଇବେଲ32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ। Viz kapitolaପବିତ୍ର ବାଇବଲ32 ନିଜ ନିଜ ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଳାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ। Viz kapitola |