ଆଦି ପୁସ୍ତକ 11:2 - ଓଡିଆ ବାଇବେଲ2 ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ। Viz kapitolaପବିତ୍ର ବାଇବଲ2 ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ସେମାନେ ଶିନିୟର ଦେଶରେ ଏକ ସମତଳ ଭୂମି ପାଇଲେ। ଲୋକମାନେ ସେଠାରେ ବସତି ଆରମ୍ଭ କଲେ। Viz kapitola |