Online Bible

- Reklamy -




ଆଦି ପୁସ୍ତକ 11:31 - ଓଡିଆ ବାଇବେଲ

31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।

Viz kapitola kopírovat

ପବିତ୍ର ବାଇବଲ

31 ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଙ୍ଗରେ ନେଲା। ଏବଂ ସେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ବସତି ସ୍ଥାପନ କଲେ।

Viz kapitola kopírovat




ଆଦି ପୁସ୍ତକ 11:31

Následuj nás:

Reklamy


Reklamy