ଆଦି ପୁସ୍ତକ 11:9 - ଓଡିଆ ବାଇବେଲ9 ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ। Viz kapitolaପବିତ୍ର ବାଇବଲ9 ସେହି ସ୍ଥାନର ନାମ ବାବିଲ୍ ହେଲା। ଯେହେତୁ ସଦାପ୍ରଭୁ ସେସ୍ଥାନରେ ସମସ୍ତ ପୃଥିବୀର ଭାଷାର ଭେଦ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ। Viz kapitola |