ଆଦି ପୁସ୍ତକ 12:11 - ଓଡିଆ ବାଇବେଲ11 ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। Viz kapitolaପବିତ୍ର ବାଇବଲ11 ସେ ଯେତେବେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, “ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦରୀ। Viz kapitola |