Online Bible

- Reklamy -




ଆଦି ପୁସ୍ତକ 12:13 - ଓଡିଆ ବାଇବେଲ

13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ହେତୁରୁ ମୋʼ ପ୍ରାଣ ରକ୍ଷା ପାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”

Viz kapitola kopírovat

ପବିତ୍ର ବାଇବଲ

13 ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମୋର ଭଉଣୀ ବୋଲି। ଯଦ୍ଦ୍ୱାରା ସେମାନେ ମୋତେ ଦୟା ଦେଖାଇବେ। ଏହି ପ୍ରକାରେ ତୁମ୍ଭେ ମୋର ପ୍ରାଣକୁ ରକ୍ଷା କରି ପାରିବ।”

Viz kapitola kopírovat




ଆଦି ପୁସ୍ତକ 12:13

Následuj nás:

Reklamy


Reklamy