ଆଦି ପୁସ୍ତକ 12:19 - ଓଡିଆ ବାଇବେଲ19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” Viz kapitolaପବିତ୍ର ବାଇବଲ19 ତୁମ୍ଭେ କହିଲ ଯେ, ‘ସେ ତୁମ୍ଭର ଭଉଣୀ ଥିଲା।’ ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମୋର ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫେରାଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫେରିଯାଅ।” Viz kapitola |