ଆଦି ପୁସ୍ତକ 14:15 - ଓଡିଆ ବାଇବେଲ15 ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ15 ସେହି ରାତ୍ରିରେ ସିଏ ଓ ତାଙ୍କର ସୈନ୍ୟମାନେ ସମସ୍ତେ ମିଶି ତାଙ୍କର ଶତ୍ରୁମାନଙ୍କ ବିରୁଦ୍ଧରେ ଅତର୍କିତ ଆକ୍ରମଣ କଲେ। ସେମାନେ ତାଙ୍କୁ ପରାସ୍ତ କରି ଗୋଡ଼େଇ ଗୋଡ଼େଇ ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ଗୋଡ଼ାଇଲେ। Viz kapitola |