ଆଦି ପୁସ୍ତକ 15:14 - ଓଡିଆ ବାଇବେଲ14 ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ। Viz kapitolaପବିତ୍ର ବାଇବଲ14 କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ। Viz kapitola |