ଆଦି ପୁସ୍ତକ 15:16 - ଓଡିଆ ବାଇବେଲ16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।” Viz kapitolaପବିତ୍ର ବାଇବଲ16 ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଫେରିବେ। କାରଣ ଯେଉଁ ଇମୋରୀୟମାନେ ଏଠାରେ ବାସ କରନ୍ତି, ସେମାନଙ୍କର ପାପ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ।” Viz kapitola |