Online Bible

- Reklamy -




ଆଦି ପୁସ୍ତକ 15:17 - ଓଡିଆ ବାଇବେଲ

17 ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜଳିତ ଦିହୁଡ଼ି ସେହି ଦୁଇ ଖଣ୍ତ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।

Viz kapitola kopírovat

ପବିତ୍ର ବାଇବଲ

17 ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।

Viz kapitola kopírovat




ଆଦି ପୁସ୍ତକ 15:17

Následuj nás:

Reklamy


Reklamy