ଆଦି ପୁସ୍ତକ 15:3 - ଓଡିଆ ବାଇବେଲ3 ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଅବ୍ରାମ କହିଲେ, ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” Viz kapitolaପବିତ୍ର ବାଇବଲ3 ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।” Viz kapitola |