ଆଦି ପୁସ୍ତକ 15:4 - ଓଡିଆ ବାଇବେଲ4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” Viz kapitolaପବିତ୍ର ବାଇବଲ4 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” Viz kapitola |