ଆଦି ପୁସ୍ତକ 15:9 - ଓଡିଆ ବାଇବେଲ9 ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେ କହିଲେ, ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” Viz kapitolaପବିତ୍ର ବାଇବଲ9 ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେ ଏକ ତିନି ବର୍ଷର ବାଛୁରି, ଗୋଟିଏ ତିନି ବର୍ଷର ମାଇ ଛେଳି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ଯୁବା କପୋତ ମୋ’ ନିକଟକୁ ଆଣ।” Viz kapitola |