ଆଦି ପୁସ୍ତକ 16:11 - ଓଡିଆ ବାଇବେଲ11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ। Viz kapitolaପବିତ୍ର ବାଇବଲ11 ସଦାପ୍ରଭୁଙ୍କର ଦୂତ ମଧ୍ୟ ଏପରି କହିଲେ, “ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା'ର ନାମ ଇଶ୍ମାଏଲ ଦେବ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତେବେଳେ ଦୁଃଖ ପାଉଥିଲ। Viz kapitola |