Online Bible

- Reklamy -




ଆଦି ପୁସ୍ତକ 16:4 - ଓଡିଆ ବାଇବେଲ

4 ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।

Viz kapitola kopírovat

ପବିତ୍ର ବାଇବଲ

4 ହାଗାର ଅବ୍ରାମଙ୍କ ଦ୍ୱାରା ଗର୍ଭବତୀ ହେଲା। ଯେତେବେଳେ ହାଗାର ଏହା ଜାଣିଲା ତା'ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦେଲା ନାହିଁ।

Viz kapitola kopírovat




ଆଦି ପୁସ୍ତକ 16:4

Následuj nás:

Reklamy


Reklamy