ଆଦି ପୁସ୍ତକ 16:6 - ଓଡିଆ ବାଇବେଲ6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର। ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା। Viz kapitolaପବିତ୍ର ବାଇବଲ6 କିନ୍ତୁ ଅବ୍ରାମ ସାରୀକୁ କହିଲେ, “ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା’ ପ୍ରତି ଯାହା ଗ୍ଭହଁ ତାହା କରିପାର।” ତେଣୁ ସାରୀ ତା’ ପ୍ରତି କଠିନ ବ୍ୟବହାର କରନ୍ତେ, ହାଗାର ଛାଡ଼ି ପଳାଇଲା। Viz kapitola |