ଆଦି ପୁସ୍ତକ 16:8 - ଓଡିଆ ବାଇବେଲ8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Viz kapitolaପବିତ୍ର ବାଇବଲ8 ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?” ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।” Viz kapitola |