ଆଦି ପୁସ୍ତକ 17:1 - ଓଡିଆ ବାଇବେଲ1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Viz kapitolaପବିତ୍ର ବାଇବଲ1 ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର। Viz kapitola |