ଆଦି ପୁସ୍ତକ 17:2 - ଓଡିଆ ବାଇବେଲ2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।” Viz kapitolaପବିତ୍ର ବାଇବଲ2 ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।” Viz kapitola |