ଆଦି ପୁସ୍ତକ 17:23 - ଓଡିଆ ବାଇବେଲ23 ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥିଉତ୍ତାରୁ ଅବ୍ରହାମ ଆପଣା ପୁତ୍ର ଇଶ୍ମାଏଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। Viz kapitolaପବିତ୍ର ବାଇବଲ23 ତା'ପରେ ଠିକ୍ ସେହି ଦିନ ଅବ୍ରହାମ ଇଶ୍ମାଏଲ ଓ ତାଙ୍କର ସମସ୍ତ ସେବକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରିତ କଲେ। ଅବ୍ରହାମ ମଧ୍ୟ କ୍ରୀତଦାସମାନଙ୍କୁ ଏକତ୍ରିତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ୱରଙ୍କ ବାକ୍ୟାନୁସାରେ ଅବ୍ରହାମ ସେମାନଙ୍କୁ ସୁନ୍ନତ କରାଇଲେ। Viz kapitola |