ଆଦି ପୁସ୍ତକ 17:5 - ଓଡିଆ ବାଇବେଲ5 ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ତୁମ୍ଭ ନାମ ଅବ୍ରାମ (ମହାପିତା) ଆଉ ରହିବ ନାହିଁ, ମାତ୍ର ଅବ୍ରହାମ (ବହୁଲୋକର ପିତା) ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ। Viz kapitolaପବିତ୍ର ବାଇବଲ5 ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦେବି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦେବି କାରଣ ମୁଁ ତୁମ୍ଭକୁ ଅନେକ ଜାତିଗଣର ଜନକ କରିବି। Viz kapitola |