Online Bible

- Reklamy -




ଆଦି ପୁସ୍ତକ 18:14 - ଓଡିଆ ବାଇବେଲ

14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସଦାପ୍ରଭୁଙ୍କ ଆଶ୍ଚର୍ଯ୍ୟ କେଉଁ କର୍ମ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେସମୟକୁ ସାରାର (କୋଳରେ) ପୁତ୍ର ଥିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”

Viz kapitola kopírovat

ପବିତ୍ର ବାଇବଲ

14 ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।”

Viz kapitola kopírovat




ଆଦି ପୁସ୍ତକ 18:14

Následuj nás:

Reklamy


Reklamy