ଆଦି ପୁସ୍ତକ 18:15 - ଓଡିଆ ବାଇବେଲ15 ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସାରା ଅସ୍ଵୀକାର କରି କହିଲେ, ମୁଁ ହସି ନାହିଁ; ଯେହେତୁ ସେ ଭୟ କଲେ। ମାତ୍ର ସେ କହିଲେ, ତୁମ୍ଭେ ଅବଶ୍ୟ ହସିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।” Viz kapitolaପବିତ୍ର ବାଇବଲ15 କିନ୍ତୁ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନ ଥିଲି!” ସେହିପରି ଭୟରେ କହିଥିଲି। କିନ୍ତୁ ସଦାପ୍ରଭୁ କହିଲେ, “ମୁଁ ଜାଣେ ଏହା ସତ୍ୟ ନୁହେଁ। ତୁମ୍ଭେ ହସିଥିଲ!” Viz kapitola |