ଆଦି ପୁସ୍ତକ 18:17 - ଓଡିଆ ବାଇବେଲ17 ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ? Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ସଦାପ୍ରଭୁ କହିଲେ, ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା? Viz kapitolaପବିତ୍ର ବାଇବଲ17 ସଦାପ୍ରଭୁ ନିଜକୁ ନିଜେ କହିଲେ, “ମୁଁ ଯାହା କରିବାକୁ ଉଦ୍ୟତ ଅଟେ, ତାହା କ’ଣ ଅବ୍ରହାମଙ୍କୁ କହିବି? Viz kapitola |