ଆଦି ପୁସ୍ତକ 18:23 - ଓଡିଆ ବାଇବେଲ23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ? Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଅବ୍ରହାମ ନିକଟକୁ ଯାଇ କହିଲେ, ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? Viz kapitolaପବିତ୍ର ବାଇବଲ23 ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?” Viz kapitola |