ଆଦି ପୁସ୍ତକ 18:24 - ଓଡିଆ ବାଇବେଲ24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ ? Viz kapitolaପବିତ୍ର ବାଇବଲ (Re-edited) - (BSI)24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? Viz kapitolaପବିତ୍ର ବାଇବଲ24 ଯଦି ପଗ୍ଭଶ୍ ଜଣ ଧାର୍ମିକ ଲୋକ ସେହି ନଗରରେ ଥା’ନ୍ତି, ଆପଣ କ’ଣ କରିବେ? ଆପଣ କ’ଣ ସମ୍ପୂର୍ଣ୍ଣ ରୂପେ ସେହି ଦେଶକୁ ଧ୍ୱଂସ କରିବେ? ପଗ୍ଭଶ୍ ଜଣ ଧାର୍ମିକଙ୍କ ସକାଶେ କ’ଣ ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? Viz kapitola |