Online Bible

- Reklamy -




ଆଦି ପୁସ୍ତକ 18:25 - ଓଡିଆ ବାଇବେଲ

25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”

Viz kapitola kopírovat

ପବିତ୍ର ବାଇବଲ

25 ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?”

Viz kapitola kopírovat




ଆଦି ପୁସ୍ତକ 18:25

Následuj nás:

Reklamy


Reklamy