ଆଦି ପୁସ୍ତକ 18:26 - ଓଡିଆ ବାଇବେଲ26 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଯେବେ ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” Viz kapitolaପବିତ୍ର ବାଇବଲ26 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଯଦି ପଗ୍ଭଶ୍ ଜଣ ଭଲ ବ୍ୟକ୍ତି ସଦୋମରେ ଦେଖିବି, ମୁଁ ସେହି ସହରକୁ ଧ୍ୱଂସ କରିବି ନାହିଁ।” Viz kapitola |