ଆଦି ପୁସ୍ତକ 18:4 - ଓଡିଆ ବାଇବେଲ4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ Viz kapitolaପବିତ୍ର ବାଇବଲ (Re-edited) - (BSI)4 ବିନୟ କରୁଅଛି, ଅଳ୍ପ ଜଳ ଅଣାଇ ଦେଉଅଛି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ Viz kapitolaପବିତ୍ର ବାଇବଲ4 ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ। Viz kapitola |