ଆଦି ପୁସ୍ତକ 18:6 - ଓଡିଆ ବାଇବେଲ6 ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଅବ୍ରହାମ ଶୀଘ୍ର ତମ୍ଵୁ ଗୃହକୁ ସାରା ନିକଟକୁ ଯାଇ କହିଲେ, ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” Viz kapitolaପବିତ୍ର ବାଇବଲ6 ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।” Viz kapitola |