ଆଦି ପୁସ୍ତକ 18:8 - ଓଡିଆ ବାଇବେଲ8 ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ସେ ଦଧି, ଦୁଗ୍ଧ ଓ ପକ୍ଵ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ। Viz kapitolaପବିତ୍ର ବାଇବଲ8 ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁଗ୍ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ। Viz kapitola |