ଆଦି ପୁସ୍ତକ 19:14 - ଓଡିଆ ବାଇବେଲ14 ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ; ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ। Viz kapitolaପବିତ୍ର ବାଇବଲ14 ତେଣୁ ଲୋଟ ବାହାରକୁ ଯାଇ ତାଙ୍କର ଜ୍ୱାଇଁଙ୍କୁ କହିଲେ, “ଶୀଘ୍ର ଏ ସହର ପରିତ୍ୟାଗ କର! ପରମେଶ୍ୱର ଖୁବ୍ ଶୀଘ୍ର ଏହି ସହର ଧ୍ୱଂସ କରିବେ।” କିନ୍ତୁ ସେହି ଲୋକମାନେ ଭାବିଲେ ଲୋଟ ସେମାନଙ୍କ ସହିତ ଥଟ୍ଟା ହେଉଛନ୍ତି। Viz kapitola |