Online Bible

- Reklamy -




ଆଦି ପୁସ୍ତକ 19:33 - ଓଡିଆ ବାଇବେଲ

33 ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠି ଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାକୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠି ଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

33 ସେହି ରାତ୍ରିରେ ସେହି ଦୁଇ ଝିଅ ତାଙ୍କ ପିତାଙ୍କ ନିକଟକୁ ଗଲେ ଏବଂ ତାଙ୍କର ପିତାଙ୍କୁ ମଦ ପିଆଇଲେ। ଏହା ପରେ ତାଙ୍କର ବଡ଼ ଝିଅ ତାଙ୍କ ପିତାଙ୍କ ଶୟନ କକ୍ଷକୁ ଗଲା ଏବଂ ତାଙ୍କ ସହିତ ସହବାସ କଲା। ଲୋଟ ପୁରାପୁରି ମାତାଲ ଥିଲେ ଏବଂ ଜାଣି ପାରିଲେ ନାହିଁ ଯେ, ସେ କେତେବେଳେ ତା'ର ବିଛଣାକୁ ଆସିଥିଲା ଏବଂ ସେ କେତେବେଳେ ଉଠି କୋଠରୀକୁ ପରିତ୍ୟାଗ କଲା।

Viz kapitola kopírovat




ଆଦି ପୁସ୍ତକ 19:33

Následuj nás:

Reklamy


Reklamy