ଆଦି ପୁସ୍ତକ 19:38 - ଓଡିଆ ବାଇବେଲ38 ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା। Viz kapitolaପବିତ୍ର ବାଇବଲ38 ସାନ ଝିଅ ଯେଉଁ ପୁତ୍ର ଜନ୍ମ କଲା ତା'ର ନାମ ସେ ଦେଲେ ବିନ-ଅମ୍ମି। ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା ଅଟନ୍ତି। Viz kapitola |