ଆଦି ପୁସ୍ତକ 19:8 - ଓଡିଆ ବାଇବେଲ8 ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇଅଛନ୍ତି।” Viz kapitolaପବିତ୍ର ବାଇବଲ8 ଦେଖ, ମୋର ଦୁଇଟି କୁମାରୀ କନ୍ୟା ଅଛନ୍ତି। ମୁଁ ସେମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣୁଛି। ତୁମ୍ଭେମାନେ ଯାହା ଇଚ୍ଛା ସେମାନଙ୍କ ପ୍ରତି କର। କିନ୍ତୁ ସେହି ଲୋକମାନଙ୍କୁ କିଛି କର ନାହିଁ। ସେମାନେ ମୋ’ ଗୃହରେ ଅତୀଥି ଥିବାରୁ ମୁଁ ସେମାନଙ୍କୁ ସୁରକ୍ଷା ଦେବି।” Viz kapitola |