ଆଦି ପୁସ୍ତକ 2:24 - ଓଡିଆ ବାଇବେଲ24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। Viz kapitolaପବିତ୍ର ବାଇବଲ24 ମନୁଷ୍ୟ ପିତାମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରିତ ହେବ। ଯେପରି ସେମାନେ ଏକ ବ୍ୟକ୍ତି, ଏହା ଏପରି ଭାବରେ ହେବ। Viz kapitola |